Online Bible

- Reklamy -




ଆଦି ପୁସ୍ତକ 31:26 - ପବିତ୍ର ବାଇବଲ

26 ଲାବନ ଯାକୁବକୁ କହିଲେ, “ତୁମ୍ଭେ କାହିଁକି ମୋତେ ପ୍ରତାରଣା କଲ? ତୁମ୍ଭେ କାହିଁକି ମୋର ଝିଅମାନଙ୍କୁ ଯୁଦ୍ଧ ବନ୍ଦୀପରି ନେଇଗଲ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ଲାବନ ଯାକୁବକୁ କହିଲା, ତୁମ୍ଭେ କାହିଁକି ଏରୂପ କର୍ମ କଲ? ମୋତେ ବଞ୍ଚନା କଲ, ପୁଣି ମୋʼ କନ୍ୟାମାନଙ୍କୁ ଖଡ଼୍‍ଗଧୃତ ବନ୍ଦୀ ଲୋକଙ୍କ ପରି ଘେନି ଆସିଲ।

Viz kapitola kopírovat

ଓଡିଆ ବାଇବେଲ

26 ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋ’ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀ ଲୋକଙ୍କ ପରି ଘେନି ଆସିଲ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋʼ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀଲୋକଙ୍କ ପରି ଘେନି ଆସିଲ।

Viz kapitola kopírovat




ଆଦି ପୁସ୍ତକ 31:26

Následuj nás:

Reklamy


Reklamy