ଆଦି ପୁସ୍ତକ 31:30 - ପବିତ୍ର ବାଇବଲ30 ମୁଁ ଜାଣେ ଯେ ତୁମ୍ଭେ ସ୍ୱଗୃହକୁ ଯିବାକୁ ଗ୍ଭହୁଁଥିଲ। ଯେଉଁଥିପାଇଁ ତୁମ୍ଭେ ସେ ସ୍ଥାନ ଛାଡ଼ିଲ। କିନ୍ତୁ ତୁମ୍ଭେ କାହିଁକି ମୋର ଦେବତାମାନଙ୍କୁ ଗ୍ଭେରାଇ ଆଣିଲ?” Viz kapitolaପବିତ୍ର ବାଇବଲ (Re-edited) - (BSI)30 ଆଉ ପିତୃଗୃହକୁ ଝୁରିବାରୁ ଯେବେ ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ। Viz kapitolaଓଡିଆ ବାଇବେଲ30 ଆଉ ପିତୃଗୃହକୁ ଝୁରିବାରୁ ଯଦି ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ ପିତୃଗୃହକୁ ଝୁରିବାରୁ ଯଦି ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ?” Viz kapitola |