Online Bible

- Reklamy -




ଆଦି ପୁସ୍ତକ 31:31 - ପବିତ୍ର ବାଇବଲ

31 ଯାକୁବ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ନ କହି ପଳାଇ ଆସିଲି କାରଣ ମୁଁ ତୁମ୍ଭକୁ ଭୟ କରୁଥିଲି। ମୁଁ ଭାବିଲି ତୁମ୍ଭେ ତୁମ୍ଭର କନ୍ୟାମାନଙ୍କୁ ମୋ'ଠାରୁ ଦୂରେଇ ନେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ତହିଁରେ ଯାକୁବ ଲାବନକୁ ଉତ୍ତର କଲା, ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋʼଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡ଼ାଇ ନେବ, ଏପରି ବିଚାର କଲି।

Viz kapitola kopírovat

ଓଡିଆ ବାଇବେଲ

31 ତହିଁରେ ଯାକୁବ ଲାବନକୁ ଉତ୍ତର କଲା, “ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋ’ଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡ଼ାଇ ନେବ, ଏପରି ବିଚାର କଲି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତହିଁରେ ଯାକୁବ ଲାବନକୁ ଉତ୍ତର କଲା, “ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋʼ ଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡ଼ାଇ ନେବ, ଏପରି ବିଚାର କଲି।

Viz kapitola kopírovat




ଆଦି ପୁସ୍ତକ 31:31

Následuj nás:

Reklamy


Reklamy