ଆଦି ପୁସ୍ତକ 31:35 - ପବିତ୍ର ବାଇବଲ35 ଏବଂ ରାହେଲ ତାଙ୍କର ପିତାଙ୍କୁ କହିଲେ, “ମୋ’ ଉପରେ କ୍ରୋଧ କର ନାହିଁ। ମୁଁ ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ଅସମର୍ଥ, କାରଣ ମୋର ମାସିକ ଋତୁସ୍ରାବ ହୋଇଅଛି।” ତେଣୁ ଲାବନ ସବୁଆଡ଼େ ଖୋଜିଲେ କିନ୍ତୁ କେଉଁଠାରେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପାଇଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେତେବେଳେ ରାହେଲ ପିତାକୁ କହିଲା, ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି। ଏହିରୂପେ ସେ ଅନ୍ଵେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ। Viz kapitolaଓଡିଆ ବାଇବେଲ35 ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ। Viz kapitola |