Online Bible

- Reklamy -




ଆଦି ପୁସ୍ତକ 31:36 - ପବିତ୍ର ବାଇବଲ

36 ଏହା ପରେ ଯାକୁବ ବହୁତ କ୍ରୋଧ କଲେ। ଯାକୁବ କହିଲେ, “ମୋର କି ଦୋଷ ଅଛି? ମୁଁ କିପରି ତୁମ୍ଭକୁ ଅପମାନିତ କଲି? କାହିଁକି ତୁମ୍ଭେ ମୋତେ ଗୋଡ଼ାଇଲ ଏବଂ ମୋତେ ଅଟକାଇଲ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ତହୁଁ ଯାକୁବ କ୍ରୁଦ୍ଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି ଯାକୁବ ଲାବନକୁ ଉତ୍ତର କରି କହିଲା, ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଵଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ?

Viz kapitola kopírovat

ଓଡିଆ ବାଇବେଲ

36 ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଜ୍ୱଳିତ ହୋଇ ମୋ’ ପଛେ ପଛେ ଦୌଡ଼ି ଆସିଲ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ୱଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ?

Viz kapitola kopírovat




ଆଦି ପୁସ୍ତକ 31:36

Následuj nás:

Reklamy


Reklamy