Online Bible

- Reklamy -




ଆଦି ପୁସ୍ତକ 31:39 - ପବିତ୍ର ବାଇବଲ

39 ଯେତେବେଳେ ତୁମ୍ଭର ମେଷ ଓ ଛେଳି ହିଂସ୍ର ଜନ୍ତୁମାନଙ୍କ ଦ୍ୱାରା ଖଣ୍ଡିଆ ଖାବରା ହେଲେ, ମୁଁ ତୁମ୍ଭର କ୍ଷତି କରି ଛାଡ଼ି ଦେଲି ନାହିଁ। କିନ୍ତୁ ମୋର ନିଜର ମେଷ ବା ଛେଳି ତା’ ସ୍ଥାନରେ ରଖିଲି। ଯଦି କିଛି ରାତି ବା ଦିନରେ ଗ୍ଭେରି ହେଉଥିଲା ମୋର ନିଜର ପଶୁ ତା’ ସ୍ଥାନରେ ଯୋଗାଇଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ବରଞ୍ଚ ହିଂସକ ଜନ୍ତୁ ଯାହାକୁ ଖଣ୍ତିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ।

Viz kapitola kopírovat

ଓଡିଆ ବାଇବେଲ

39 ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋ’ ହାତରୁ ନେଲ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ।

Viz kapitola kopírovat




ଆଦି ପୁସ୍ତକ 31:39

Následuj nás:

Reklamy


Reklamy