ଆଦି ପୁସ୍ତକ 31:43 - ପବିତ୍ର ବାଇବଲ43 ଲାବନ ଯାକୁବକୁ କହିଲେ, “ତୁମ୍ଭ ସ୍ତ୍ରୀମାନେ ମୋର କନ୍ୟା ଏବଂ ଏହି ପିଲାମାନେ ମଧ୍ୟ ମୋର। ଏବଂ ଏସମସ୍ତ ପଶୁମାନେ ମଧ୍ୟ ମୋର। ଏଠାରେ ଯେତେ ସବୁ ଦେଖୁଛ ତାହା ସବୁ ମୋର। ଏଣୁ ମୋର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ଜନ୍ମତି ସନ୍ତାନମାନଙ୍କୁ ମୁଁ କ’ଣ କରିବି? Viz kapitolaପବିତ୍ର ବାଇବଲ (Re-edited) - (BSI)43 ତହିଁରେ ଲାବନ ଯାକୁବକୁ ଉତ୍ତର କଲା, ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି ଯାହା ଯାହା ଦେଖୁଅଛ, ସେ ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି? Viz kapitolaଓଡିଆ ବାଇବେଲ43 ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି? Viz kapitola |