ଆଦି ପୁସ୍ତକ 31:46 - ପବିତ୍ର ବାଇବଲ46 ପୁଣି ଯାକୁବ ଆପଣା ନିଜ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହକର, ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ ସମସ୍ତେ ସେହି ସ୍ଥାନରେ ସେହି ପଥରଗଦା ଉପରେ ଭୋଜନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ପୁଣି ଯାକୁବ ଆପଣା କୁଟୁମ୍ଵମାନଙ୍କୁ କହିଲା, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ। Viz kapitolaଓଡିଆ ବାଇବେଲ46 ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର;” ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ। Viz kapitola |