Online Bible

- Reklamy -




ଆଦି ପୁସ୍ତକ 31:48 - ପବିତ୍ର ବାଇବଲ

48 ଲାବନ ଯାକୁବକୁ କହିଲେ, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା” ଯେଉଁଥିପାଇଁ ତାହାର ନାମ ଗଲ-ୟଦ ଓ ମି‌ସ୍‌ପା ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

48 ସେତେବେଳେ ଲାବନ କହିଲା, ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଣୁକରି ତାହାର ନାମ ଗଲ-ୟଦ୍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା;

Viz kapitola kopírovat

ଓଡିଆ ବାଇବେଲ

48 ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଥିପାଇଁ ତାହାର ନାମ ଗଲୟଦ୍‍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା;” ଏଥିପାଇଁ ତାହାର ନାମ ଗଲୟଦ୍‍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,

Viz kapitola kopírovat




ଆଦି ପୁସ୍ତକ 31:48

Následuj nás:

Reklamy


Reklamy