ଆଦି ପୁସ୍ତକ 31:50 - ପବିତ୍ର ବାଇବଲ50 ଏହା ପରେ ଲାବନ କହିଲେ, “ଯଦି ତୁମ୍ଭେ ମୋର କନ୍ୟାମାନଙ୍କୁ ଆଘାତ କର ତେବେ ପରମେଶ୍ୱର ତୁମ୍ଭକୁ ଆଘାତ ଦେବେ। ଯଦି ତୁମ୍ଭେ ଅନ୍ୟ ସ୍ତ୍ରୀକୁ ବିବାହ କର ମନେରଖ, ପରମେଶ୍ୱର ଦେଖୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)50 ତୁମ୍ଭେ ଯେବେ ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ ପ୍ରମାଣ, ମାତ୍ର ଦେଖ, ପରମେଶ୍ଵର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ। Viz kapitolaଓଡିଆ ବାଇବେଲ50 ତୁମ୍ଭେ ଯଦି ମୋ’ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ତୁମ୍ଭେ ଯଦି ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।” Viz kapitola |