ଆଦି ପୁସ୍ତକ 31:51 - ପବିତ୍ର ବାଇବଲ51 ଏହିଠାରେ ଯେଉଁ ରାଶି ପୋତା ଯାଇଅଛି ପୁଣି ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ସ୍ଥାପିତ ଏହି ସ୍ତମ୍ଭ ଦେଖ ଯାହାକି ଆମ୍ଭେ ଚୁକ୍ତି କରିଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)51 ଆହୁରି ଲାବନ ଯାକୁବକୁ କହିଲା, ଏହି ରାଶି ଦେଖ, ପୁଣି ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ। Viz kapitolaଓଡିଆ ବାଇବେଲ51 ଆହୁରି ଲାବନ ଯାକୁବକୁ କହିଲା, “ଏହି ରାଶି ଦେଖ, ପୁଣି, ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ଆହୁରି ଲାବନ ଯାକୁବକୁ କହିଲା, “ଏହି ରାଶି ଦେଖ, ପୁଣି, ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ। Viz kapitola |