ଆଦି ପୁସ୍ତକ 31:7 - ପବିତ୍ର ବାଇବଲ7 ତୁମ୍ଭର ପିତା ମୋତେ ପ୍ରତାରଣା କଲେ। ତୁମ୍ଭର ପିତା ମୋର ବେତନ ଦଶ ଥର ବଦଳାଇଛନ୍ତି। କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କଲେ। ସେ ଲାବନକୁ ମୋର କ୍ଷତି କରିବାକୁ ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ଵର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି। Viz kapitolaଓଡିଆ ବାଇବେଲ7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି। Viz kapitola |