ଆଦି ପୁସ୍ତକ 32:12 - ପବିତ୍ର ବାଇବଲ12 ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଲ, ‘ମୁଁ ତୁମ୍ଭଙ୍କୁ ସାହାଯ୍ୟ କରିବି। ମୁଁ ତୁମ୍ଭର ପରିବାରକୁ ସମୁଦ୍ରର ବାଲି ପରି ବୃଦ୍ଧି କରିବି, ଯାହାକୁ କେହି ଗଣି ପାରିବେ ନାହିଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ତ କହିଅଛ, ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି ସମୁଦ୍ର ତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା। Viz kapitolaଓଡିଆ ବାଇବେଲ12 ତୁମ୍ଭେ ତ କହିଅଛ, ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ର ତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ତ କହିଅଛ, ‘ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ରତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।’” Viz kapitola |