Online Bible

- Reklamy -




ଆଦି ପୁସ୍ତକ 32:18 - ପବିତ୍ର ବାଇବଲ

18 ତା'ପରେ ତୁମ୍ଭେ ଉତ୍ତର ଦେବ, ଏହି ପଶୁଗୁଡ଼ିକ ତୁମ୍ଭ ଦାସ ଯାକୁବର, ମୋର ମୁନିବ ଯାକୁବ ତୁମ୍ଭକୁ ଏହା ଉପହାର ଦେଇଛନ୍ତି। ଏବଂ ଯାକୁବ ମଧ୍ୟ ଆମ ପଛେ ପଛେ ଆସୁଛନ୍ତି।”’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତେବେ ତୁମ୍ଭେ ଉତ୍ତର ଦେବ, ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହି ସବୁ ଭେଟୀ ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

18 ତେବେ ତୁମ୍ଭେ ଉତ୍ତର ଦେବ, ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତେବେ ତୁମ୍ଭେ ଉତ୍ତର ଦେବ, ‘ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।’”

Viz kapitola kopírovat




ଆଦି ପୁସ୍ତକ 32:18

Následuj nás:

Reklamy


Reklamy