Online Bible

- Reklamy -




ଆଦି ପୁସ୍ତକ 32:19 - ପବିତ୍ର ବାଇବଲ

19 ଯାକୁବ ଏହିପରି କହିବାକୁ ତାଙ୍କର ଦ୍ୱିତୀୟ ଦଳର ଦାସ ଓ ତୃତୀୟ ଦଳର ଦାସ ଏବଂ ସମସ୍ତ ଦାସଙ୍କୁ ଏହିପରି କହିଲେ। ସେ କହିଲେ, “ତୁମ୍ଭେ ସମସ୍ତେ ଏହିପରି କହିବ ଯେତେବେଳେ ଏଷୌକୁ ତୁମ୍ଭେମାନେ ଭେଟିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଏହି ପ୍ରକାରେ ସେ ଦ୍ଵିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।

Viz kapitola kopírovat

ଓଡିଆ ବାଇବେଲ

19 ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍‍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍‍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।

Viz kapitola kopírovat




ଆଦି ପୁସ୍ତକ 32:19

Následuj nás:

Reklamy


Reklamy