ଆଦି ପୁସ୍ତକ 32:21 - ପବିତ୍ର ବାଇବଲ21 ତେଣୁ ଯାକୁବ ଉପହାରଗୁଡ଼ିକ ଏଷୌ ନିକଟକୁ ପଠାଇ ଦେଲେ। କିନ୍ତୁ ଯାକୁବ ରାତ୍ରିରେ ସେହି ଛାଉଣିରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହିରୂପେ ତାହା ଆଗରେ ଭେଟୀ ଦ୍ରବ୍ୟଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା। Viz kapitolaଓଡିଆ ବାଇବେଲ21 ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା। Viz kapitola |