ଆଦି ପୁସ୍ତକ 32:22 - ପବିତ୍ର ବାଇବଲ22 ସେହି ରାତ୍ରିରେ ଯାକୁବ ଉଠି ସେହି ସ୍ଥାନ ଛାଡ଼ିଲେ। ଯାକୁବ ତାଙ୍କର ଦୁଇ ସ୍ତ୍ରୀ, ଏଗାର ଜଣ ପିଲାମାନଙ୍କୁ ଏବଂ ତାଙ୍କର ଦାସୀକୁ ନେଇ ଗଲେ। ଯାକୁବ ଯବ୍ବୋକ ପାର କରାଇବା ପାଇଁ ସଙ୍ଗରେ ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା। Viz kapitolaଓଡିଆ ବାଇବେଲ22 ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା। Viz kapitola |