ଆଦି ପୁସ୍ତକ 32:23 - ପବିତ୍ର ବାଇବଲ23 ଯାକୁବ ତାଙ୍କର ପରିବାରକୁ ଏବଂ ତାଙ୍କର ସମସ୍ତ ଦ୍ରବ୍ୟକୁ ନଦୀ ପାର କରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକି ପଠାଇ ଦେଲା। Viz kapitolaଓଡିଆ ବାଇବେଲ23 ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇ ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇଦେଲା। Viz kapitola |