ଆଦି ପୁସ୍ତକ 32:27 - ପବିତ୍ର ବାଇବଲ27 ଏବଂ ସେହି ଲୋକଟି ତାଙ୍କୁ କହିଲେ, “ତୁମ୍ଭର ନାମ କ’ଣ?” ଏବଂ ଯାକୁବ ଉତ୍ତର ଦେଲେ, “ମୋର ନାମ ଯାକୁବ ଅଟେ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁନର୍ବାର ସେହି ମନୁଷ୍ୟ କହିଲେ, ତୁମ୍ଭର ନାମ କଅଣ? ସେ କହିଲା, ଯାକୁବ। Viz kapitolaଓଡିଆ ବାଇବେଲ27 ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ ?” ସେ କହିଲା, “ଯାକୁବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।” Viz kapitola |