ଆଦି ପୁସ୍ତକ 32:28 - ପବିତ୍ର ବାଇବଲ28 ଏହା ପରେ ସେହି ମନୁଷ୍ୟଟି କହିଲେ, “ଆଉ ତୁମ୍ଭର ନାମ ଯାକୁବ ହେବ ନାହିଁ। ତୁମ୍ଭର ନାମ ଇସ୍ରାଏଲ ହେବ ଏବଂ ତୁମ୍ଭେ ସେହି ନାମରେ ପରିଚିତ ହେବ କାରଣ ତୁମ୍ଭେ ପରମେଶ୍ୱରଙ୍କ ସହିତ ଏବଂ ମନୁଷ୍ୟ ସହିତ ଯୁଦ୍ଧ କରି ଜୟଲାଭ କଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେ କହିଲେ, ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ (ପରମେଶ୍ଵରଙ୍କ ସହିତ ଯୋଦ୍ଧା) ନାମରେ ବିଖ୍ୟାତ ହେବ; କାରଣ ତୁମ୍ଭେ ପରମେଶ୍ଵର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ। Viz kapitolaଓଡିଆ ବାଇବେଲ28 ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।” Viz kapitola |