Online Bible

- Reklamy -




ଆଦି ପୁସ୍ତକ 32:30 - ପବିତ୍ର ବାଇବଲ

30 ତେଣୁ ଯାକୁବ ସେହି ସ୍ଥାନର ନାମ ପନୂୟେଲ ଦେଲେ। ତା'ପରେ ସେ କହିଲେ, “ମୁଁ ପରମେଶ୍ୱରଙ୍କୁ ମୁହାଁମୁହିଁ ଦେଖିଲେ ବି ମୋର ଜୀବନ ବଞ୍ଚି ରହିଲା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ସେତେବେଳେ ସେହି ସ୍ଥାନର ନାମ ପନୂୟେଲ (ପରମେଶ୍ଵରଙ୍କ ମୁଖ) ରଖିଲା; ଯେହେତୁ ସେ କହିଲା, ମୁଁ ପରମେଶ୍ଵରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।

Viz kapitola kopírovat

ଓଡିଆ ବାଇବେଲ

30 ସେତେବେଳେ ସେହି ସ୍ଥାନର ନାମ ପେନୀୟେଲ୍ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”

Viz kapitola kopírovat




ଆଦି ପୁସ୍ତକ 32:30

Následuj nás:

Reklamy


Reklamy