Online Bible

- Reklamy -




ଆଦି ପୁସ୍ତକ 32:8 - ପବିତ୍ର ବାଇବଲ

8 ଯାକୁବ ଚିନ୍ତା କଲେ, “ଯଦି ଏଷୌ ଆସି ଗୋଟିଏ ଦଳକୁ ବିନାଶ କରେ, ତେବେ ଅନ୍ୟ ଦଳ ଦୌଡ଼ିଯାଇ ଜୀବନ ରକ୍ଷା କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଏଷୌ ଆସି ଯେବେ ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ;

Viz kapitola kopírovat

ଓଡିଆ ବାଇବେଲ

8 “ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ,”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,”

Viz kapitola kopírovat




ଆଦି ପୁସ୍ତକ 32:8

Následuj nás:

Reklamy


Reklamy