ଆଦି ପୁସ୍ତକ 32:9 - ପବିତ୍ର ବାଇବଲ9 ସେତେବେଳେ ଯାକୁବ କହିଲେ, “ହେ ମୋର ପିତା ଅବ୍ରହାମଙ୍କର ପରମେଶ୍ୱର! ମୋର ପିତା ଇସ୍ହାକର ପରମେଶ୍ୱର! ହେ ସଦାପ୍ରଭୁ ତୁମ୍ଭେ ମୋତେ କହିଲ, ମୋର ଜନ୍ମିତ ସ୍ଥାନକୁ ଫେରିଯିବା ପାଇଁ। ତୁମ୍ଭେ ମୋର ସହାୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ଯାକୁବ କହିଲା, ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ଵର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ଵର, ହେ ସଦାପ୍ରଭୋ, ତୁମ୍ଭେ ଆପେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା,। Viz kapitolaଓଡିଆ ବାଇବେଲ9 ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୋ, ତୁମ୍ଭେ ମୋତେ କହିଥିଲ, ‘ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।’ Viz kapitola |