Online Bible

- Reklamy -




ଆଦି ପୁସ୍ତକ 33:13 - ପବିତ୍ର ବାଇବଲ

13 କିନ୍ତୁ ଯାକୁବ ତାଙ୍କୁ କହିଲେ, “ତୁମ୍ଭେ ଜାଣ ମୋର ସନ୍ତାନଗଣ ଛୋଟ ଏବଂ ମୁଁ ମୋର ପଶୁଗଣଙ୍କର ଓ ତାଙ୍କର ଛୁଆମାନଙ୍କ ପ୍ରତି ଯତ୍ନବାନ୍ ହେବାକୁ ପଡ଼ିବ। ମୁଁ ଯଦି ତାଙ୍କୁ ବଳପୂର୍ବକ ଗୋଟିଏ ଦିନରେ ବହୁତ ବାଟ ନେଇଯାଏ ତେବେ ସମସ୍ତ ପଶୁ ମରିଯିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ଯାକୁବ କହିଲା, ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।

Viz kapitola kopírovat

ଓଡିଆ ବାଇବେଲ

13 ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋ’ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।

Viz kapitola kopírovat




ଆଦି ପୁସ୍ତକ 33:13

Následuj nás:

Reklamy


Reklamy