ଆଦି ପୁସ୍ତକ 33:19 - ପବିତ୍ର ବାଇବଲ19 ଏହା ପରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶ କସୀତା ନାମକ ରୌପ୍ୟ ମୁଦ୍ରାଦେଇ ସେହି ତମ୍ବୁ ସ୍ଥାନଟିକୁ କିଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ଵୁ ସ୍ଥାପନର ଭୂମିଖଣ୍ତ କିଣିଲା। Viz kapitolaଓଡିଆ ବାଇବେଲ19 ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକ ଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା। Viz kapitola |