ଆଦି ପୁସ୍ତକ 33:20 - ପବିତ୍ର ବାଇବଲ20 ପୁଣି ଯାକୁବ ସେଠାରେ ପରମେଶ୍ୱରଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ। ଯାକୁବ ସେହି ସ୍ଥାନର ନାମ ଦେଲେ, “ଏଲ ଇସ୍ରାଏଲର ପରମେଶ୍ୱର।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ (ପରମେଶ୍ଵର ଇସ୍ରାଏଲର ପରମେଶ୍ଵର) ରଖିଲା। Viz kapitolaଓଡିଆ ବାଇବେଲ20 ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା। Viz kapitola |