ଆଦି ପୁସ୍ତକ 33:4 - ପବିତ୍ର ବାଇବଲ4 ଯେତେବେଳେ ଏଷୌ ଯାକୁବଙ୍କୁ ଦେଖିଲେ ସେ ତାଙ୍କୁ ଭେଟିବା ପାଇଁ ଦୌଡ଼ିଗଲେ। ଏହା ପରେ ସେ ତାଙ୍କର ଗଳାଧରି ଆଲିଙ୍ଗନ ଓ ଚୁମ୍ବନ କଲେ, ପୁଣି ଦୁହେଁ କାନ୍ଦିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ଵନ କଲା, ପୁଣି ଦୁହେଁ ରୋଦନ କଲେ। Viz kapitolaଓଡିଆ ବାଇବେଲ4 ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ। Viz kapitola |