ଆଦି ପୁସ୍ତକ 33:6 - ପବିତ୍ର ବାଇବଲ6 ଏହା ପରେ ଦୁଇଦାସୀ ଓ ତାହାର ପିଲାମାନେ ଏଷୌ ନିକଟକୁ ଗଲେ। ସେମାନେ ଏଷୌକୁ ଭୂମିଷ୍ଠ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ। Viz kapitolaଓଡିଆ ବାଇବେଲ6 ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ। Viz kapitola |