Online Bible

- Reklamy -




ଆଦି ପୁସ୍ତକ 33:7 - ପବିତ୍ର ବାଇବଲ

7 ଏହା ପରେ ଲେୟା ଏବଂ ତାଙ୍କର ସନ୍ତାନଗଣ ଏଷୌକୁ ପ୍ରଣାମ କଲେ। ଏବଂ ଏହା ପରେ ରାହେଲ ଓ ଯୋଷେଫ ଏଷୌ ନିକଟକୁ ଯାଇ ପ୍ରଣାମ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।

Viz kapitola kopírovat

ଓଡିଆ ବାଇବେଲ

7 ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।

Viz kapitola kopírovat




ଆଦି ପୁସ୍ତକ 33:7

Následuj nás:

Reklamy


Reklamy