ଆଦି ପୁସ୍ତକ 34:12 - ପବିତ୍ର ବାଇବଲ12 ମୁଁ ତୁମ୍ଭକୁ ସବୁକିଛି ଉପହାର ଦେବି ଏବଂ ସବୁ ଟଙ୍କା ଦେବି, ଯାହା ତୁମ୍ଭେ ମାଗୁଛ। ମାତ୍ର ଏହି କନ୍ୟାକୁ ମୋତେ ବିବାହ ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ। Viz kapitolaଓଡିଆ ବାଇବେଲ12 ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋ’ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।” Viz kapitola |