ଆଦି ପୁସ୍ତକ 34:16 - ପବିତ୍ର ବାଇବଲ16 ଏହା ପରେ ତୁମ୍ଭର ଲୋକମାନେ ଆମ୍ଭର କନ୍ୟାମାନଙ୍କୁ ବିବାହ କରି ପାରିବେ। ଏବଂ ଆମ୍ଭର ପୁରୁଷମାନେ ତୁମ୍ଭର କନ୍ୟାମାନଙ୍କୁ ବିବାହ କରି ପାରିବେ। ଏହା ପରେ ଆମ୍ଭେମାନେ ଏକା ସଙ୍ଗେ ବାସ କରି ଏକାପରି ହୋଇ ପାରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା। Viz kapitolaଓଡିଆ ବାଇବେଲ16 ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା। Viz kapitola |