Online Bible

- Reklamy -




ଆଦି ପୁସ୍ତକ 34:17 - ପବିତ୍ର ବାଇବଲ

17 ଯଦି ତୁମ୍ଭେ ସୁନ୍ନତ ହେବା ପାଇଁ ମନା କର ତେବେ ଆମ୍ଭେ ଆମ୍ଭର ଭଉଣୀ ଦୀଣାକୁ ନେଇଯିବୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ତୁମ୍ଭେମାନେ ଯେବେ ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।

Viz kapitola kopírovat

ଓଡିଆ ବାଇବେଲ

17 ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।”

Viz kapitola kopírovat




ଆଦି ପୁସ୍ତକ 34:17

Následuj nás:

Reklamy


Reklamy