Online Bible

- Reklamy -




ଆଦି ପୁସ୍ତକ 34:20 - ପବିତ୍ର ବାଇବଲ

20 ହମୋର ଓ ଶିଖିମ ତାଙ୍କ ସହରର ସଭାସ୍ଥଳକୁ ଗଲେ। ସେମାନେ ସେହି ସହରର ଲୋକମାନଙ୍କୁ କହିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଅନନ୍ତର ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗରଦ୍ଵାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;

Viz kapitola kopírovat

ଓଡିଆ ବାଇବେଲ

20 ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗରଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗର-ଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;

Viz kapitola kopírovat




ଆଦି ପୁସ୍ତକ 34:20

Následuj nás:

Reklamy


Reklamy