Online Bible

- Reklamy -




ଆଦି ପୁସ୍ତକ 34:21 - ପବିତ୍ର ବାଇବଲ

21 “ଏହି ଲୋକମାନେ ଆମ୍ଭ ସହିତ ବନ୍ଧୁତା କରିବାକୁ ଗ୍ଭହୁଁଛନ୍ତି। ଆମ୍ଭେମାନେ ଆମ୍ଭ ଦେଶରେ ତାଙ୍କୁ ଶାନ୍ତିରେ ବାସ କରିବାକୁ ଦେବା। ଆମ୍ଭମାନଙ୍କ ଓ ସେମାନଙ୍କ ପାଇଁ ଯଥେଷ୍ଟ ଭୂମି ଅଛି। ଆମ୍ଭେମାନେ ତାଙ୍କ କନ୍ୟାମାନଙ୍କୁ ବିବାହ କରି ପାରିବା। ଆମ୍ଭେମାନେ ମଧ୍ୟ ଆମ୍ଭମାନଙ୍କର କନ୍ୟାମାନଙ୍କୁ ତାଙ୍କ ସହିତ ବିବାହ ଦେଇ ପାରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଣୁକରି ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା।

Viz kapitola kopírovat

ଓଡିଆ ବାଇବେଲ

21 “ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଥିପାଇଁ ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି, ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 “ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଥିପାଇଁ ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି, ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା।

Viz kapitola kopírovat




ଆଦି ପୁସ୍ତକ 34:21

Následuj nás:

Reklamy


Reklamy