ଆଦି ପୁସ୍ତକ 34:22 - ପବିତ୍ର ବାଇବଲ22 ସେମାନେ ଆମ୍ଭମାନଙ୍କୁ ଗ୍ରହଣ କରିବା ପାଇଁ ଏବଂ ଆମ୍ଭମାନଙ୍କ ମଧ୍ୟରେ ବାସ କରିବା ପାଇଁ ଗୋଟିଏ କଥା ଆମ୍ଭ ସମସ୍ତଙ୍କୁ କରିବାକୁ ହେବ। ସେମାନଙ୍କ ପରି ଆମ୍ଭମାନଙ୍କୁ ସୁନ୍ନତ ହେବାକୁ ପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯେବେ ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ। Viz kapitolaଓଡିଆ ବାଇବେଲ22 ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ। Viz kapitola |