ଆଦି ପୁସ୍ତକ 34:23 - ପବିତ୍ର ବାଇବଲ23 ଯଦି ଆମ୍ଭେ ଏପରି କରିବା, ତେବେ ତାଙ୍କର ପଶୁମାନଙ୍କ ଦ୍ୱାରା ଆମ୍ଭେ ଧନୀ ହୋଇ ପାରିବା। ତେଣୁ ଆମ୍ଭେ ସେମାନଙ୍କ ସହିତ ଚୁକ୍ତି କରିବା ଉଚିତ୍। ଏବଂ ସେମାନେ ଏହିଠାରେ ଆମ୍ଭମାନଙ୍କ ସହିତ ବାସ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ। Viz kapitolaଓଡିଆ ବାଇବେଲ23 ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ।” Viz kapitola |