Online Bible

- Reklamy -




ଆଦି ପୁସ୍ତକ 34:25 - ପବିତ୍ର ବାଇବଲ

25 ତିନି ଦିନ ପରେ, ସେହି ସ୍ଥାନର ଲୋକମାନେ ସୁନ୍ନତ ଯୋଗୁଁ କଷ୍ଟରେ ଥିଲେ। ଯାକୁବର ଦୁଇପୁତ୍ର ଶିମିୟୋନ ଓ ଲେବୀ, ତାଙ୍କର ଖ‌‌‌‌ଡ଼୍‌‌‌‌ଗ ନେଲେ ଏବଂ ନିର୍ଭୟରେ ସେହି ନଗରର ପ୍ରତ୍ୟେକ ପୁରୁଷମାନଙ୍କୁ ମାରି ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ୍ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ଼୍‍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ।

Viz kapitola kopírovat

ଓଡିଆ ବାଇବେଲ

25 ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ।

Viz kapitola kopírovat




ଆଦି ପୁସ୍ତକ 34:25

Následuj nás:

Reklamy


Reklamy