Online Bible

- Reklamy -




ଆଦି ପୁସ୍ତକ 34:31 - ପବିତ୍ର ବାଇବଲ

31 କିନ୍ତୁ ଭାଇମାନେ କହିଲେ, “ସେହି ଲୋକମାନେ ଆମ ଭଉଣୀ ପ୍ରତି ଏକ ବେଶ୍ୟା ଭଳି ବ୍ୟବହାର କରି ଠିକ୍ କରି ନାହାନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ସେମାନେ ଉତ୍ତର କଲେ, ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?

Viz kapitola kopírovat

ଓଡିଆ ବାଇବେଲ

31 ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?”

Viz kapitola kopírovat




ଆଦି ପୁସ୍ତକ 34:31

Následuj nás:

Reklamy


Reklamy