ଆଦି ପୁସ୍ତକ 34:5 - ପବିତ୍ର ବାଇବଲ5 ଯାକୁବ ଜାଣିବାକୁ ପାଇଲେ ଯେ, ସେହି ଯୁବକ ଦୀଣା ଉପରେ ଅପମାନ ଆଣିଛି। କିନ୍ତୁ ଯାକୁବର ସମସ୍ତ ପୁଅମାନେ କ୍ଷେତ୍ରରେ ପଶୁପଲଙ୍କ ସହିତ ଥିଲେ। ସେ କିଛି କଲେ ନାହିଁ, ତାଙ୍କର ପୁତ୍ରମାନେ ଫେରିବା ପର୍ଯ୍ୟନ୍ତ ଅପେକ୍ଷା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ଯାଏ ତୁନି ହୋଇ ରହିଲା। Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା। Viz kapitola |