ଆଦି ପୁସ୍ତକ 35:10 - ପବିତ୍ର ବାଇବଲ10 ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ କିନ୍ତୁ ଆମ୍ଭେ ସେହି ନାମକୁ ପରିବର୍ତ୍ତନ କରିବା। ତୁମ୍ଭକୁ ଯାକୁବ ଡକା ଯିବ ନାହିଁ। ତୁମ୍ଭର ନୂତନ ନାମ ଇସ୍ରାଏଲ ହେବ।” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ପରମେଶ୍ଵର ତାଙ୍କୁ କହିଲେ, ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ; ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ। Viz kapitolaଓଡିଆ ବାଇବେଲ10 ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ; ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ;” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ। Viz kapitola |