ଆଦି ପୁସ୍ତକ 35:11 - ପବିତ୍ର ବାଇବଲ11 ପରମେଶ୍ୱର ତାଙ୍କୁ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭର ପରିବାର ବହୁତ ବଡ଼ ହେବ। ତୁମ୍ଭର ପରିବାରରୁ ଅନେକ ଜାତିଗଣ ହେବ। ରାଜାମାନେ ତୁମ୍ଭ ଶରୀରରୁ ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପରମେଶ୍ଵର ତାଙ୍କୁ ଆହୁରି କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ତୁମ୍ଭେ ପ୍ରଜାବ; ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି ତୁମ୍ଭ କଟିଦେଶରୁ ରାଜଗଣ ଜାତ ହେବେ। Viz kapitolaଓଡିଆ ବାଇବେଲ11 ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ। Viz kapitola |