ଆଦି ପୁସ୍ତକ 35:17 - ପବିତ୍ର ବାଇବଲ17 ପ୍ରସବ ବେଦନା ଅତିଶୟ କଷ୍ଟ ହେବାରୁ ଧାତ୍ରୀ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ଏଥର ହିଁ ପୁତ୍ର ପ୍ରସବ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ପ୍ରସବବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, ଭୟ କର, ନାହିଁ, ତୁମ୍ଭେ ଏଥର ହିଁ ପୁତ୍ର ପ୍ରସବ କରିବ। Viz kapitolaଓଡିଆ ବାଇବେଲ17 ଆଉ ପ୍ରସବ ବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, “ଭୟ କର ନାହିଁ, ତୁମ୍ଭେ ଏହିଥର ମଧ୍ୟ ପୁତ୍ର ପ୍ରସବ କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ପ୍ରସବ ବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, “ଭୟ କର ନାହିଁ, ତୁମ୍ଭେ ଏହିଥର ମଧ୍ୟ ପୁତ୍ର ପ୍ରସବ କରିବ।” Viz kapitola |