ଆଦି ପୁସ୍ତକ 35:21 - ପବିତ୍ର ବାଇବଲ21 ଏହା ପରେ ଇସ୍ରାଏଲ ସେଠାରୁ ଯାତ୍ରା କଲେ। ସେ ଏଦର ଗଡ଼ ପାର ହୋଇ ତହିଁ ନିକଟରେ ଛାଉଣି ପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ଵୁ ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ21 ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ। Viz kapitola |