ଆଦି ପୁସ୍ତକ 35:23 - ପବିତ୍ର ବାଇବଲ23 ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର। ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଓ ସବୂଲୂନ ଏମାନେ ଲେୟାର ସନ୍ତାନ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଯାକୁବଙ୍କର ଦ୍ଵାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର୍ ଓ ସବୂଲୂନ, ଏମାନେ ଲେୟାର ସନ୍ତାନ; Viz kapitolaଓଡିଆ ବାଇବେଲ23 ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ୍, ଏମାନେ ଲେୟାର ସନ୍ତାନ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ; Viz kapitola |