ଆଦି ପୁସ୍ତକ 35:27 - ପବିତ୍ର ବାଇବଲ27 ଏହା ପରେ ସେ କିରିୟଥର୍ବ ଅର୍ଥାତ୍ ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍ହାକ ନିକଟରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର କିରୀୟଥର୍ବ, ଅର୍ଥାତ୍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍ହାକ ନିକଟରେ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ27 ଏଥିଉତ୍ତାରେ କିରୀୟଥ୍-ଅର୍ବ, ଅର୍ଥାତ୍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍ହାକ ନିକଟରେ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ କିରୀୟଥ୍-ଅର୍ବ, ଅର୍ଥାତ୍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍ହାକ ନିକଟରେ ଉପସ୍ଥିତ ହେଲେ। Viz kapitola |