ଆଦି ପୁସ୍ତକ 35:29 - ପବିତ୍ର ବାଇବଲ29 ଏହା ପରେ ଇସ୍ହାକ ଦୁର୍ବଳ ହୋଇ ମୃତ୍ୟୁବରଣ କଲେ। ଇସ୍ହାକ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ ଏବଂ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ। ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କର ପିତାଙ୍କ ନିକଟରେ କବର ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଅନନ୍ତର ଇସ୍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ। Viz kapitolaଓଡିଆ ବାଇବେଲ29 ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ। Viz kapitola |