Online Bible

- Reklamy -




ଆଦି ପୁସ୍ତକ 35:3 - ପବିତ୍ର ବାଇବଲ

3 ଆମ୍ଭେମାନେ ଏହି ସ୍ଥାନ ପରିତ୍ୟାଗ କରି ବୈଥେ‌ଲ୍‌କୁ ଯିବା। ମୁଁ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରିବି ଏବଂ ତାହା ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି ଯିଏ ମୋର ଅସୁବିଧା ସମୟରେ ମୋତେ ଦୟା କରିଛନ୍ତି, ଯେଉଁଠାକୁ ମୁଁ ଗଲି ପରମେଶ୍ୱର ମୋ’ ସହିତ ରହି ଆସିଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଆସ, ଆମ୍ଭେମାନେ ଉଠି ବୈଥେଲକୁ ଯାଉ; ଯେଉଁ ପରମେଶ୍ଵର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।

Viz kapitola kopírovat

ଓଡିଆ ବାଇବେଲ

3 ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋ’ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”

Viz kapitola kopírovat




ଆଦି ପୁସ୍ତକ 35:3

Následuj nás:

Reklamy


Reklamy