Online Bible

- Reklamy -




ଆଦି ପୁସ୍ତକ 35:4 - ପବିତ୍ର ବାଇବଲ

4 ତେଣୁ ସମସ୍ତ ଲୋକ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଯାକୁବଙ୍କୁ ଦେଲେ। ସେମାନେ ମଧ୍ୟ ତାଙ୍କର କର୍ଣ୍ଣକୁଣ୍ଡଳ ସମସ୍ତ ଯାକୁବଙ୍କୁ ଦେଲେ। ଯାକୁବ ସେଗୁଡ଼ିକ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ପୋତି ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ତଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହା ସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ଲୁଚାଇ ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

4 ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହା ସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ଲୁଚାଇ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହାସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ଲୁଚାଇ ରଖିଲେ।

Viz kapitola kopírovat




ଆଦି ପୁସ୍ତକ 35:4

Následuj nás:

Reklamy


Reklamy