ଆଦି ପୁସ୍ତକ 35:6 - ପବିତ୍ର ବାଇବଲ6 ତେଣୁ ଯାକୁବ ଏବଂ ତାଙ୍କର ଲୋକମାନେ ଯାଇ ଲୂସ୍ରେ ପହଞ୍ଚିଲେ। ଲୂସ୍ ଯାହାର ବର୍ତ୍ତମାନର ନାମ ବୈଥେଲ୍। ଏହା କିଣାନ ଦେଶରେ ଅବସ୍ଥିତ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସରେ, ଅର୍ଥାତ୍, ବୈଥେଲରେ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ6 ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍ରେ, ଅର୍ଥାତ୍, ବେଥେଲ୍ରେ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍ରେ, ଅର୍ଥାତ୍, ବେଥେଲ୍ରେ ଉପସ୍ଥିତ ହେଲେ। Viz kapitola |