ଆଦି ପୁସ୍ତକ 36:12 - ପବିତ୍ର ବାଇବଲ12 ଏଷୌର ପୁତ୍ର ଇଲୀଫସର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା। ସେ ଇଲୀଫସର ଅମାଲେକକୁ ଜନ୍ମ କଲା। ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପନିୀ ଥିଲା, ସେ ଇଲୀଫସର ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପନିୀ ଆଦାର ସନ୍ତାନ। Viz kapitolaଓଡିଆ ବାଇବେଲ12 ପୁଣି, ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ। Viz kapitola |